9 ୬:୯ କଲସିଅ ୪:୧; କଲସିଅ ୩:୨୫ ଏ ସାଉକାର୍ମନ୍, ସେନ୍ତାରିସେ ତମର୍ ଦାଙ୍ଗ୍ଡାମନ୍କେ ନିକସଙ୍ଗ୍ ଦେକାରକା କରା । ସେମନ୍କେ ଦାକାପୁକା ଦିଆସ୍ ନାଇ । ତମର୍ ମନେ ରଅ, ତାକର୍ ଆରି ତମର୍ ସାଉକାର୍ ସର୍ଗେ ଆଚେ । ଆରି ସେ ସାନ୍ ବଡ୍ ନ ବାବି ଦେକାରକା କର୍ସି ।