କିରିସ୍ଟ ଅଇଲାନି ଆମର୍ ଜିବନ୍
12 ଏ ବାଇବଇନିମନ୍, ତମେ ଜାନ୍ବାର୍ ଆଚେ କି କିରିସ୍ଟର୍ପାଇ ମର୍ ଜିବନେ ଜେତ୍କି ଗଟିଆଚେ, ତାର୍ଲାଗି ଅଦିକ୍ ଲକ୍ ସୁବ୍କବର୍ ବିସ୍ବାସ୍ କର୍ବାକେ ଗଟେକ୍ ବାଟ୍ ଆଇଲା । 13 ୧:୧୩ ପେରିତ୍ ୨୮:୩୦ଜେନ୍ତିକି, ସମ୍ରାଟର୍ ମେଡେ ଜେତ୍କି ସଇନ ଜାଗିଆଚତ୍, ସେମନ୍ ସବୁ ମୁଇ କିରିସ୍ଟକେ ସେବା କଲାର୍ ପାଇ ବନ୍ଦିଗରେ ଆଚିବଲି ଜାନ୍ଲାଇ । 14 ମୁଇ ବନ୍ଦିଗରେ ରଇଲାର୍ପାଇ, ଇତି ରଇବା କେତେକ୍ କେତେକ୍ ବିସ୍ବାସି ବାଇବଇନିମନ୍କେ ମାପ୍ରୁ ବପୁ ଦେଲାଆଚେ । ପର୍ମେସରର୍ ବାକିଅ ନ ଡର୍ତେ ଜାନାଇବାକେ ସେମନ୍କେ ଏବେ ସାଆସ୍ ଆଚେ ।
20 ମୁଇ ଦିଆନ୍ ଦେଇ ଆରି ଆସା କରି ଜାଗ୍ଲିନି । ମୁଇ ଜିବନ୍ ରଇଲେ କି ମର୍ବାକେ ଅଇଲେ ମିସା ମର୍ କାମ୍ଟାନେ ଏଲା ନ କରି । ମାତର୍ ଅଦିକାର୍ ସଙ୍ଗ୍ ରଇବା ଲକ୍ମନର୍ ମୁଆଟେ କାତା ଅଇବାକେ ମକେ ଅଦିକ୍ ସାଆସ୍ ଆଇସି । ଏନ୍ତାରିକରି ମୁଇ ଜେତ୍କି କାମ୍ କଲିନି, କିରିସ୍ଟକେ ଡାକ୍ପୁଟା କରାଇବି । 21 କାଇକେବଇଲେ ମର୍ପାଇ ଜିଇବା କାଇବାଟା ସବୁ କିରିସ୍ଟସେ । ଆରି ମର୍ ଇସାବେ, କିରିସ୍ଟର୍ଟାନେ ରଇକରି ମର୍ବାଟା ବେସି ନିକ ।