18 ମାତର୍ ଏଟା ମର୍ପାଇ କାଇଟା ନାଇ । ସେମନ୍ ସତଇସେ କଲେ କି ବୁଲ୍ କାମର୍ ପାଇ କଲେ ମିସା, କିରିସ୍ଟର୍ ବିସଇର୍ କବର୍ ଜାନାଇ ଅଇଲେ, ସେଟା ମୁକିଅ ବିସଇ । ଆରି ସେଟାର୍ପାଇଁ ମୁଇ ସାର୍ଦା ସଙ୍ଗ୍ ରଇବି । 19 ଆରି ମୁଇ ସାର୍ଦା ଅଇତେରଇବି । କାଇକେବଇଲେ ତମେ ମର୍ପାଇ ପାର୍ତନା କଲାସ୍ନି ବଲି ମୁଇ ଜାନି । ଆରି ଜିସୁକିରିସ୍ଟର୍ ସୁକଲ୍ ଆତ୍ମାର୍ ସାଇଜର୍ଲାଗି ପର୍ମେସର୍ ମକେ ମୁକ୍ଲାଇସି ।
Publicidade