20 ମାତର୍ ଆମେତା ସରଗର୍ ଲକ୍ମନ୍, ସେ ଜାଗାଇଅନି ଆମର୍ ଉଦାର୍କାରିଆ ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ବେଲାକେ ଆମେ ଜାଗ୍ଲୁନି । 21 ଜେନ୍ତିକି ତାକେ ଜଗତର୍ ସବୁ ବିସଇ ସର୍ପିଅଇବାଇ, ସେନ୍ତାରି ତାର୍ଟାନେ ବପୁ ଆଚେ । ସେ ବପୁସଙ୍ଗ୍ ଆମର୍ ମର୍ବା ଗାଗଡ୍ମନ୍କେ ନୁଆ କରି ବାଦ୍ଲାଇସି । ପର୍ମେସର୍ ତାକେ ଜିବନ୍ କରି ଉଟାଇଲାବେଲେ, ସେ ଜନ୍ ମଇମାର୍ ଗାଗଡ୍ ପାଇରଇଲା, ସେନ୍ତାରି ରଇବା ମଇମାର୍ ଗାଗଡ୍ ଆମ୍କେ ମିସା ଦେଇସି ।
Publicidade
Publicidade