12 ଅଲପ୍କେ ମିସା ସାର୍ଦାସଙ୍ଗ୍ ରଇବାକେ, କି ବୁତେକ୍ ରଇଲେ ମିସା ସାର୍ଦା ସଙ୍ଗ୍ ରଇବାକେ ସିକ୍ଲିଆଚି । ପେଟ୍ ପୁର୍ତେ କାଇଲେମିସା, କି ବୁକେ ରଇଲେ ମିସା, ଲଡାକେ ଆଇବା ସବୁ ବିସଇ ରଇଲେ ମିସା, ନ ରଇଲେ ମିସା, ସାର୍ଦାସଙ୍ଗ୍ ରଇବାକେ ମୁଇ ଜାନି । 13 ଏ ସବୁ ଗଟ୍ନା ଆଇଲେ ମିସା ମୁଇ ମୁର୍ଚିକରି ରଇବାକେ ସିକ୍ଲିଆଚି । କାଇକେବଇଲେ, କିରିସ୍ଟ ମକେ ବପୁ ଦେଲାନି ।