8 ମାତର୍ ଆମେ ତମର୍ ଲଗେ ଜନ୍ ସୁବ୍କବର୍ ଜାନାଇ ରଇଲୁ, ଜଦି ସେଟାକେ ଚାଡି ବିନ୍ ଗଟେକ୍ ସୁବ୍କବର୍ ଆମେ ନିଜେ, ନଇଲେ ସରଗ୍ ଦୁତ୍ ମିସା ଜାନାଇସି ବଇଲେ, ସେ ଅବିସାପ୍ ପାଅ । 9 ଏଟା ଆମେ ଆଗ୍ତୁ କଇରଇଲୁ ଆରି ମୁଇ ଏବେ ଆରି ତରେକ୍ କଇଲିନି, ତମେ ତମର୍ ଜିବନେ ଜନ୍ ସୁବ୍କବର୍ ମାନିରଇଲାସ୍, ସେଟା ଚାଡି ଆରି ଜଦି କେ, କାଇମିସା ବିନ୍ ସୁବ୍କବର୍ ଜାନାଇସି ବଇଲେ ସେ ଅବିସାପ୍ ପାଅ ।
Publicidade