6 ୩:୬ ରମିୟ ୪:୩ ଅବ୍ରାଆମର୍ କାତା ଏତାଇ ଦେକା । ସାସ୍ତରେ ଲେକାଆଚେ, "ସେ ପର୍ମେସର୍ କଇଲା ବିସଇ ବିସ୍ବାସ୍ କଲା । ଆରି ତାର୍ ବିସ୍ବାସର୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଲେକା କଲା ।" 7 ୩:୭ ରମିୟ ୪:୧୬ଜନ୍ ଲକ୍ମନ୍ ବିସ୍ବାସ୍ କର୍ବାଇ, ସେମନ୍ସେ ଅବ୍ରାଆମର୍ କୁଟୁମର୍ ଲକ୍ । ଏଟା ତମେ ଜାନ୍ବାର୍ ଆଚେ । 8 ପୁର୍ବେଅନି ଦରମ୍ ସାସ୍ତରେ ଲେକାଅଇଲା ଆଚେ ଜେ, ବିସ୍ବାସ୍ କଲେସେ ପରମେସର୍ ଜିଉଦିନଇଲା ଲକ୍ମନ୍କେ ମିସା ଦରମ୍ ଲକ୍ ଇସାବେ ଲେକା କର୍ସି । ପରମେସର୍ ତମର୍ଟାନେଅନି ଜଗତର୍ ସବୁ ଲକ୍କେ ଆସିର୍ବାଦ୍ କର୍ସି । ଏ କବର୍ ପର୍ତୁମ୍ ଅବ୍ରାଆମ୍କେ ଜାନାଇ ଦିଆଅଇରଇଲା । 9 ଅବ୍ରାଆମ୍ ବିସ୍ବାସ୍ କରି ଆସିର୍ବାଦ୍ ପାଇରଇଲା । ସେଟାର୍ ପାଇ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଲକ୍ ତାର୍ ପାରା ଆସିର୍ବାଦ୍ ପାଇବାଇ ।
Publicidade