16 ମର୍ କଇବା କାତା ଅଇଲାନି, କେନ୍ତି ଚଲାଚଲ୍ତି କର୍ବାର୍ ସେଟା ସୁକଲ୍ଆତ୍ମା ତମ୍କେ ସିକାଅ । ସେନ୍ତି ବଇଲେ, ତମେ ଆରି ଲକର୍ ଚଲନ୍ ଆରି ଲାଲ୍ସା ବାଟେ ନ ଜାଆସ୍ । 17 ଲକର୍ ଚଲନ୍ ସୁକଲ୍ଆତ୍ମାର୍ ବିରଦି । ସେନ୍ତି ସେ ସୁକଲ୍ଆତ୍ମା ମନ୍ କର୍ବାଟା, ଲକର୍ ଚଲନର୍ ବିରଦି । ଏମନ୍ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସତ୍ରୁ । ସେଟାର୍ ପାଇ ତମେ କାଇଟା କର୍ବାକେ ମନ୍ କଲାସ୍ନି ସେଟା କରି ନାପାରାସ୍ ।
Publicidade
Publicidade