ସୁକଲ୍ଆତ୍ମା ଆରି ଲକ୍ମନର୍ ଚଲନ୍
16 ମର୍ କଇବା କାତା ଅଇଲାନି, କେନ୍ତି ଚଲାଚଲ୍ତି କର୍ବାର୍ ସେଟା ସୁକଲ୍ଆତ୍ମା ତମ୍କେ ସିକାଅ । ସେନ୍ତି ବଇଲେ, ତମେ ଆରି ଲକର୍ ଚଲନ୍ ଆରି ଲାଲ୍ସା ବାଟେ ନ ଜାଆସ୍ ।
22 ମାତର୍ ଆତ୍ମାର୍ ପଲ୍ ଅଇଲାନି, ଆଲାଦ୍ କରାକରି ଅଇବାଟା, ସାର୍ଦାସଙ୍ଗ୍ ରଇବାଟା, ସାନ୍ତିସଙ୍ଗ୍ ରଇବାଟା, ମୁର୍ଚିକରି ରଇବାଟା, ବିନ୍ଲକ୍କେ ଉପ୍କାର୍ କର୍ବାଟା, ନିମାନ୍ ଚଲାଚଲ୍ତି କର୍ବାଟା, ବିସ୍ବାସେ କାମ୍କର୍ବାଟା, ସଲଦ୍ ଅଇବାଟା, ଆତ୍ମାଇ ସାଆସ୍ ଦାରି ଚଲାଚଲ୍ତି କର୍ବାଟା, 23 ଏ ସବୁର୍ ଚଲନ୍ ମାନ୍ବା ଲକ୍ ନିୟମର୍ ବିରୁଦେ କାଇଟା ନ କରେ । 24 ଜନ୍ ଲକ୍ମନ୍ କିରିସ୍ଟ ଜିସୁର୍, ସେମନ୍ ତାକର୍ ଗାଗଡ୍କେ ତାର୍ ମନ୍ କର୍ବାଟା ଆରି ଆସା କର୍ବାଟା ସଙ୍ଗ୍ କୁର୍ସତେଇ ମରାଇ ଆଚତ୍ ।