19 ଗାଗଡର୍ କାମ୍ମନ୍ ତା ନିକ ସଙ୍ଗ୍ ଜାନା ପଡ୍ଲାନି, ବେସିଆ କାମ୍ କର୍ବାଟା, ସୁକଲ୍ ନଇଲାଟା, 20 କାରାପ୍ ଇସାବେ ଦେକ୍ବାଟା, ପୁତ୍ଲାପୁଜା କର୍ବାଟା, ଜାଦୁବିଦିଆ କର୍ବାଟା, ଲାଗାଜଡା କରି ସତ୍ରୁ ଅଇବାଟା, ଆଁକାର୍ ଅଇବାଟା, ରିସା ଅଇବାଟା, କାମ୍ ଅଇଲାପଚେ ପାଚାରି ନ ଦେକ୍ବାଟା, ଦଲ୍ବିରଦି ଅଇବାଟା, କିରମାର୍ ଅଇବାଟା, 21 ଇଁସାତଲା ଅଇବାଟା, ମାତୁଆଲ୍ ଅଇବାଟା, ମଜାମଜ୍ଲିସ୍ ଅଇବାଟା, ଏ ସବୁ କାମ୍ମନ୍ ମୁଇ ଆଗ୍ତୁ ଜେନ୍ତି ତମ୍କେ କଇରଇଲି, ସେଟାର୍ ପାଇ ଆରିତରେକ୍ କଇଦେଲିନି ଜେ, ଜନ୍ ଲକ୍ମନ୍ ଏନ୍ତାରି କାମ୍ କର୍ବାଇ, ସେମନ୍ ପରମେସରର୍ ରାଇଜେ ପୁର୍ବା ଅଦିକାର ପାଇ ନାପାରତ୍ ।
Publicidade