ମିସିବିଡିକରି ବଜ୍ ବୁଆ
1 ଏ ବାଇବଇନିମନ୍ ଜଦି ତମର୍ ବିତ୍ରେ କେ କାରାପ୍ କାମ୍ କଲା ବେଲେ ଦାରାପଡ୍ଲେ, ତମର୍ଟାନେ ଜେ ସୁକଲ୍ ଆତ୍ମାଇଅନି ଚାଲ୍ନା ପାଇଲାନି, ସେ ତାକେ ଟିକ୍ ବାଟେ ଆନ୍ବାର୍ ଆଚେ । ମାତର୍ ସେ ଏ କାମ୍ ସାର୍ଦା ଆରି ସଲଦ୍ସଙ୍ଗ୍ କର୍ବାର୍ ଆଚେ । ଆରି ଜାଗ୍ରତ୍, ଜେନ୍ତିକି ସେ ନିଜେ ସେନ୍ତାର୍ କାମ୍ କର୍ବାକେ ମନ୍ କର୍ବାର୍ ନାଇ । 2 ତମର୍ ତମର୍ ବିତ୍ରେ, ଜିବନେ ଆଇବା ବଜ୍ ବିସଇ ବଇବାକେ ସାଇଜ କରାକରି ଉଆ । ଏନ୍ତାରି କଲେ ତମେ କିରିସ୍ଟର୍ ଆଦେସ୍ ମାନ୍ସା । 3 ଜେ ନିଜର୍ ବିସଇନେଇ ବଡ୍ ବଲି ବାବ୍ସି, ସତଇସେ ଦେକ୍ଲେ ସେ ବଡ୍ ନଏ । ସେ ନିଜେ ନାଡାଇ ଅଇଲାନି । 4 ସବୁ ଲକ୍ ନିଜର୍ ନିଜର୍ ଚଲାଚଲ୍ତି ବିଚାର୍ କରି ଦେକ୍ବାର୍ ଆଚେ । ଜଦି ସେଟା ନିକ ଅଇରଇସି, ତେବେ ସେ ନିଜେ ସାର୍ଦା ଅ । ଆରି ବିନ୍ ଲକର୍ କାମ୍ସଙ୍ଗ୍ ନିଜେ କଲାଟା ସମାନ୍ ନ କର । 5 କାଇକେ ବଇଲେ ସବୁ ଲକ୍ ନିଜର୍ ନିଜର୍ ଜିବନେ ଆଇବା ବଜ୍ ବଇବାକେ ପଡ୍ସି ।