7 ପରମେସର୍ ନାଡାଇ ନ ଅଏ, ନିଜେ ନାଡାଇ ଉଆ ନାଇ । ଜେ ଜନ୍ଟା ବୁନିରଇସି, ସେ ସମାନ୍ଟା ଆକା କାଟ୍ସି । 8 ଜେ ନିଜର୍ ଗାଗଡର୍ ଗୁନ୍ଚଲନ୍ ଇସାବେ ବୁନ୍ସି, ସେ ଗାଗ୍ଡେଅନି ବାରଇବା ମରନର୍ କେତ୍ କାଟ୍ସି । ମାତର୍ ଜେ ଆତ୍ମାର୍ ଇସାବେ ବୁନ୍ସି, ସେ ଆତ୍ମାଇଅନି ବାରଇଲା ନ ସାର୍ବା ଜିବନ୍ପାରା କେତ୍ କାଟ୍ସି ।
Publicidade
Publicidade