22 ସେଟାର୍ପାଇଁ ତେବେ ଆସା, ଆମେ ସତଇସେ ମନ୍କରି ଆରି ଡାଟ୍ସଙ୍ଗ୍ ବିସ୍ବାସ୍ କରି ପର୍ମେସରର୍ ଲଗେ ଜୁ । ଆମର୍ ବିବେକ୍ ଆମ୍କେ ଦସ୍ ନ ଦେଲାପାରା କିରିସ୍ଟର୍ ବନିସଙ୍ଗ୍ ଚିଚିଅଇକରି ଦଇଅଇ ରଇବାର୍ ଆଚେ । ଆରି ଆମର୍ ଗାଗଡ୍ ସୁକଲ୍ ପାନିସଙ୍ଗ୍ ଦଇଅଇଲାପାରା ରଇବାର୍ ଆଚେ ।
Publicidade
Publicidade