32 ଗାଲା ଦିନ୍ମନ୍କେ ତମେ କେନ୍ତାରି ରଇଲାସ୍, ତମେ ଏତାଇଦେକା । ପର୍ମେସରର୍ ସତ୍ ବିସଇର୍ ପାଇ ତମର୍ ମନ୍ ଉଗାଡି ଅଇଲାକେ, ତମ୍କେ ବେସି ଦୁକ୍ କସ୍ଟ ଅଇଲେମିସା, ସେଟା ସବୁ ମୁର୍ଚି କରି ରଇଲାସ୍ । ଆରିତେଇ ଆରିଜାଆସ୍ ନାଇ । 33 କେତେ କେତେ ତର୍ ତମ୍କେ ସବୁର୍ ମୁଆଟେ ଇଜତ୍ ଜିକ୍ଲାଇ ଆରି କାରାପ୍ ଇସାବେ ଦେକ୍ଲାଇ । କେବେ କେବେ ଜନ୍ ଲକ୍ମନ୍କେ ଦୁକ୍ ଆଇସି, ତାକର୍ ସମାନ୍ ଅଇତେରଇଲାସ୍ । 34 ଆରି ବନ୍ଦି ଗରେ ରଇବା ତମର୍ ସଙ୍ଗାରିମନ୍କେ ଦୟା ଦେକାଇଲାସ୍ । ତମର୍ଟାନେ ଜେତ୍କି ରଇଲାଟା ସେମନ୍ ମାର୍ଦାର୍ କରି ନେଲାବେଲେ, ତମେ ସାର୍ଦାସଙ୍ଗ୍ ମୁର୍ଚି ରଇଲାସ୍ । କାଇକେବଇଲେ, ତମ୍କେ ତାର୍ତେଇଅନି ନିକଟା ଆରି ନ ସାର୍ବା ଦିନ୍ ଜାକ ରଇବା ଦନ୍ସଁପତି ଆଚେ ବଲି ଜାନିରଇଲାସ୍ । 35 ସେଟାର୍ପାଇଁ ତମର୍ ସାଆସ୍ ଚାଡାନାଇ । ମାତର୍ ସେଟା କର୍ତେରୁଆ । କାଇକେ ବଇଲେ ତମର୍ ଇନାମ୍ ବଡ୍ ରଇସି । 36 ପର୍ମେସରର୍ ମନ୍ କଲାଟା ସାଦନ୍ କର୍ବାକେ ତମେ ମୁର୍ଚିକରି ରଇବାର୍ ଆଚେ ଆରି ସେ କାତା ଦେଇରଇବାଟା ତମେ ମିଲାଇସା ।
37 ଜେନ୍ତାରିକି ସାସ୍ତରେ ଲେକା ଅଇଲାଆଚେ,
ଚନେକ୍ ଜାଗିରୁଆ,
ଜେ ଆଇବାର୍ ଆଚେ, ସେ ଆଇସି ଆକା,
ସେ ଅଲ୍ସମ୍ ନ ଅଏ ।
38 ମର୍ ଜେତ୍କି ଦରମ୍ ଲକ୍ ଆଚତ୍,
ସେମନ୍ ବିସ୍ବାସ୍ କରି ବଁଚ୍ବାଇ
ମାତର୍ ଜେ ଜଦି ପଚ୍କେ ବାଅଡ୍ଲେ
ମୁଇ ତାର୍ଟାନେ ସାର୍ଦା ନ ଅଇ ।
39 ମାତର୍ ଆମେ ପର୍ମେସର୍କେ ନ ମାନିକରି ତାର୍ ତେଇଅନି ବେଗ୍ଲି ଜିବା ଲକ୍ ନଉଁ । ମାତର୍ ଆମେ ବିସ୍ବାସ୍ କରି ରକିଆ ପାଇଲା ଲକ୍ମନର୍ ସଙ୍ଗ୍ ଆଚୁ ।