7 ତେବର୍ପାଇ ତମର୍ ଦୁକ୍କସ୍ଟ ସବୁ ତମର୍ ବାବାର୍ତେଇଅନି ମିଲିରଇବା ଡଣ୍ଡ୍ ପାରା ବଲି ବାବ୍ବାର୍ ଆଚେ । ପର୍ମେସର୍ ତମ୍କେ ତାର୍ ପିଲା ଜିଲା ବଲି ଏଜ୍ଲାନି । ଏଟା ତମର୍ ଦୁକ୍କସ୍ଟ ପାଇବାତେଇଅନି ଜାନାପଡ୍ସି । କାଇକେବଇଲେ, ତାର୍ ପିଲାକେ ଡଣ୍ଡ୍ ନ ଦେଲା ବାବା କେ ଆଚେ ? 8 ତେବର୍ପାଇ ତାର୍ ସବୁ ପିଲାଜିଲାପାରା ପର୍ମେସର୍ ଜଦି ତମ୍କେ ଡଣ୍ଡ୍ ନ ଦେଏ, ତାର୍ ଅରତ୍ ଅଇଲାନି ସତଇସେ ତମେ ତାର୍ ପିଲାଜିଲା ନୁଆସ୍, ମାତର୍ ଉପ୍କା ପିଲାଜିଲା । 9 ଆମ୍କେ ଜନମ୍ ଦେଲା ବାବାମନ୍ ଡଣ୍ଡ୍ ଦେଇରଇଲାଇ ଆରି ସେଟାର୍ପାଇଁ ଆମେ ସେମନ୍କେ ମାନିଅ କର୍ତେରଇଲୁ । ସେନ୍ତାର୍ଆଲେ ସର୍ଗେ ରଇବା ଆମର୍ ବାବାକେ ଆମେ କେତେକ୍ ଅଦିକ୍ ନିଜ୍କେ ସର୍ପିଅଇ ବଁଚ୍ବୁ ? 10 ଆମର୍ ବାବାମନ୍ ସେମନ୍ ଟକ୍ ବଲି ବାବ୍ବା ଇସାବେ, ଚନେକର୍ପାଇ ରଇବା ଏ ଜିବନେ ଆମ୍କେ ଡଣ୍ଡ୍ ଦେଇରଇଲାଇ । ମାତର୍ ଜେଡେବେଲେ ପର୍ମେସର୍ ଆମ୍କେ ଡଣ୍ଡ୍ ଦେଇସି, ଆମର୍ ନିକପାଇ ଦେଇସି । ଜେନ୍ତାରିକି ଆମେମିସା ତାର୍ପାରା ସୁକଲ୍ ଅଇବୁ ।