ପର୍ମେସର୍କେ ସନ୍ତୁସ୍କରୁ
1 କିରିସ୍ଟଟାନେ ମିସିବିଡି ରଇବା ବିସ୍ବାସି ବାଇବଇନି ପାରା ଆଲାଦ୍ କରାକରି ଅଇ ରୁଆ । 2 ନ ଚିନ୍ଲା ଲକ୍ମନ୍କେ ମିସା ତମର୍ ଗର୍ମନ୍କେ ଡାକିନିଆ । କାଇକେବଇଲେ କେତେଲକ୍ ନାଜାନିକରି ସେନ୍ତାରି ଦୁତ୍ମନ୍କେ ଡାକିନେଲାଇ ।