ଇସ୍ପରର୍ ଲକ୍ମନ୍ ପୁଣ୍ଡ୍ବାଟା
7 ସୁକଲ୍ ଆତ୍ମା ଜେନ୍ତାର୍ କଇଲାନି,
" ଆଜି ଜଦି ତମେ ପର୍ମେସରର୍ କାତା ସୁନ୍ସା,
8 ଜେନ୍ତାର୍, ମରୁବାଲି ବୁଏଁ ତମର୍ ଆନିଦାଦିମନ୍ ମାପ୍ରୁକେ ପରିକା କଲାଇ
ଆରି ତାର୍ ବିରଦେ ଟିଆ ଅଇଲାଇ,
ସେ ରକାମ୍ ତମେ ନିଜର୍ ମନ୍ ଆଁଟ୍ କରାନାଇ ।"
12 ତେବର୍ ପାଇ ଏ ମର୍ ବିସ୍ବାସି ବାଇବଇନିମନ୍, ଜାଗର୍ତାଅଇ ରୁଆ, ଜେନ୍ତାରିକି ତମର୍ ବିତ୍ରେଅନି କେ ମିସା କାରାପ୍ ମନ୍ ରଇକରି ପର୍ମେସର୍କେ ବିସ୍ବାସ୍ ନ କରା, ଆରି କେ ମିସା ଜିବନ୍ ରଇବା ପର୍ମେସର୍ ଟାନେଅନି ବେଗ୍ଲି ନ ଜା । 13 ତମର୍ ବିତ୍ରେ କେ ମିସା ପାପର୍ଲାଗି ନାଡାଇ ଅଇବାର୍ ନାଇ । ସେଟାର୍ଲାଗି ତମର୍ ମନ୍ ଆଁଟ୍ ଅଇଜାଇସି । ଆମର୍ ଜିଇବାକାଇବା ଦିନ୍ ସାର୍ବାଜାକ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଏ ବିସଇ ଜାଗ୍ରତ୍ କରାଇବାର୍ ଆଚେ ।
15 ଦରମ୍ସାସ୍ତରେ ଏନ୍ତାରି ଲେକା ଅଇଲାଆଚେ
"ଜଦି ତମେ ଆଜି ପର୍ମେସରର୍ ବାକିଅ ସୁନ୍ସା,
ତମର୍ ଆନିଦାଦିମନ୍ ଜେନ୍ତି ତାକର୍ ମନ୍ ଆଁଟ୍କରି ତାକେ ବିରଦ୍ କଲାଇ,
ସେନ୍ତାରି ତମର୍ ମନ୍ ଆଁଟ୍ କରାନାଇ ।"