ଜିସୁଆକା ବଡ୍ ମୁକିଅ ପୁଜାରି
14 ଜିସୁ ପର୍ମେସରର୍ ପଅ ଅଇଲାକେ, ସେ ଆମର୍ ମନେ ଜନ୍ ବଡ୍ ପୁଜାରି ବଲି ବିସ୍ବାସ୍ କରି ଦାରିକରି ଆଚୁ, ସେଟା ଡାଟ୍ କର୍ବୁ । 15 ସେ ଆମର୍ ବାଦୁଲେ ବଡ୍ ପୁଜାରିଅଇ ପର୍ମେସରର୍ ମୁଆଟେ ଗାଲାଆଚେ । ଆରି ଜେତ୍କି ରକାମ୍ ପରିକା, ଜେତେକ୍ କସ୍ଟ ଆମେ ପାଇଲୁନି, ସେଟା ଆମର୍ ବଡ୍ ପୁଜାରି ସବୁବେଲେ ଆମର୍ ସଙ୍ଗ୍ ମିସିକରି କଲାନି । କାଇକେବଇଲେ ଜେତ୍କି ସବୁ ଆମେ କଲୁନି, ସେଟା ସବୁଜାକ ସେ ମିସା କଲା । ମାତର୍ ସେ କେଡେବେଲେ ମିସା ପାପ୍ କରେ ନାଇ ।