15 ସେ ଆମର୍ ବାଦୁଲେ ବଡ୍ ପୁଜାରିଅଇ ପର୍ମେସରର୍ ମୁଆଟେ ଗାଲାଆଚେ । ଆରି ଜେତ୍କି ରକାମ୍ ପରିକା, ଜେତେକ୍ କସ୍ଟ ଆମେ ପାଇଲୁନି, ସେଟା ଆମର୍ ବଡ୍ ପୁଜାରି ସବୁବେଲେ ଆମର୍ ସଙ୍ଗ୍ ମିସିକରି କଲାନି । କାଇକେବଇଲେ ଜେତ୍କି ସବୁ ଆମେ କଲୁନି, ସେଟା ସବୁଜାକ ସେ ମିସା କଲା । ମାତର୍ ସେ କେଡେବେଲେ ମିସା ପାପ୍ କରେ ନାଇ । 16 ତେବର୍ପାଇ ତମେ ସାଆସ୍ ସଙ୍ଗ୍ ପର୍ମେସରର୍ ଟାନେ ଜାଇଅଇସି, ଜଦି ଆମେ ମାଙ୍ଗ୍ଲେ ସେ ଜିବନ୍ ଦୁକାଇ ଆମ୍କେ ଦୟା କର୍ସି ଆରି ସାଇଜ ଦର୍କାର୍ ରଇବାବେଲେ, ଆମ୍କେ ସାଇଜ କର୍ସି ।
Publicidade