9 ସେଟାର୍ପାଇଁ ଏଟା ସତ୍ ଆକା । ଆଟର୍ ସାରାସାରି ଦିନେ ପର୍ମେସର୍ ପୁଣ୍ଡ୍ଲାପାରା ତାକର୍ ଲକ୍ମନର୍ ପାଇ ଗଟେକ୍ ପୁଣ୍ଡ୍ବା ବେଲା ସଙ୍ଗଇଆଚେ । 10 କାଇକେବଇଲେ ପର୍ମେସର୍ ସପତ୍ କରିରଇବା ବିସ୍ରାମେ ଜେତ୍କିଲକ୍ ପୁର୍ବାଇ, ସେ ବିସ୍ରାମ୍ କଲାପାରା, ତାକର୍ କାମେଅନି ବିସ୍ରାମ୍ କର୍ବାଇ ।
Publicidade