30 ବେଣ୍ଡିଆ ଲକ୍ମନ୍ ତାକ୍ବାଇ, ଆରି ଦାଙ୍ଗ୍ଡା ପିଲାମନ୍ ଜଟିଆଇ ଅଇ ଅଦର୍ ବାଇ। 31 ମାତର୍ ଜନ୍ ଲକ୍ମନ୍ ସବୁବେଲର୍ ମାପ୍ରୁକେ ଜାଗି ରଇବାଇ, ସେମନ୍ ନୁଆଁ ନୁଆଁ ବପୁ ପାଇବାଇ; ସେମନ୍ ଚଚନ୍ ଚଡଇ ପାରା ଉପ୍ରେ ଉଡ୍ତେ ଜିବାଇ; ସେମନ୍ ନ ତାକ୍ତେ ପାଲାଇବାଇ; ସେମନ୍ ନ ତାକ୍ତେ ଇଣ୍ଡ୍ବାଇ ।
Publicidade