ମୁକ୍ତି ପାଇବା ସୁବ୍କବର୍
1 ସବୁବେଲର୍ ମାପ୍ରୁ ପର୍ମେସରର୍ ଆତ୍ମା ମର୍ ଲଗେ ବାସା ଅଇସି; କାଇକେ ବଇଲେ ଦରମ୍ ଲକ୍ମନର୍ ଲଗେ ସୁବ୍କବରର୍ କାତା ଜାନାଇବାକେ ସବୁବେଲର୍ ମାପ୍ରୁ ମକେ ଅବିସେକ୍ କରି ଆଚେ; ଦୁର୍ବଲ୍ ଅଇ ରଇବା ଲକ୍ମନ୍କେ ସଗତ୍ କର୍ବାକେ, ବନ୍ଦି ଲକ୍ମନର୍ ମୁକ୍ତି ଆରି ଜଇଲେ କାନାଇ ରଇଲା ଲକ୍ମନର୍ ପାଇଁ ବନ୍ଦି ଲଗେ ଅନି ମୁକ୍ଲାଇବା କାତା ଜାନାଇବାକେ;