6 କାଇକେ ବଇଲେ ଆମର୍ ପାଇଁ ବଲିକରି ଗଟେକ୍ ପିଲା ଜନମ୍ କଲା ଆଚେ, ଆରି ଆମ୍କେ ଗଟେକ୍ ପିଲା ଜାତ୍ ଅଇଲା ଆଚେ , ଆରି ତାର୍ କନ୍ଦେ ସାସନ୍ କର୍ବା ଅଜନ୍ ଲାଦା ଅଇସି; ଆରି ତାର୍ ନାଉଁ କାବା ଅଇଜିବାଟା, ସାସନ୍ କାରିଆ ,ସବୁବେଲର୍ ପର୍ମେସର୍ ସବୁବେଲର୍ ବାବା, ସାନ୍ତି ଦେବା ରାଜା ଅଇସି।
Publicidade