20 ମାତର୍ ତମେ ମର୍ ଆଲାଦର୍ ମଇତର୍ମନ୍, ଆମର୍ ବେସି ସୁକଲ୍ ରଇବା ବିସ୍ବାସେ ନିଜେ ଡାଟ୍ ଅଇତେରୁଆ । ସୁକଲ୍ଆତ୍ମାର୍ ସାଇଜ ନେଇ ପାର୍ତନା କର୍ତେରୁଆ । 21 ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ଦିନ୍କେ ଜାଗ୍ତେରୁଆ ଆରି ପର୍ମେସରର୍ ଆଲାଦେ ବଡିଆସା । ସେନ୍ତାର୍ଆଲେ ତମେ ତାର୍ସଙ୍ଗ୍ କାଲ୍କାଲ୍ ଜୁଗ୍ଜୁଗ୍ ରଇସା । କାଇକେବଇଲେ ସେ ଆମ୍କେ ଦୟା ଦେକାଇଲା ଆଚେ ।
Publicidade
Publicidade