ଜିବନ୍ ବାକିଅ
1 କାଇଟା ତିଆର୍ ନ ଅଇରଇଲା ପୁର୍ବେ ବାକିଅ ରଇଲା । ସେ ବାକିଅ ପର୍ମେସରର୍ ସଙ୍ଗ୍ ରଇଲା । ସେ ଆରି ପର୍ମେସର୍ ଗଟେକ୍ ରଇଲାଇ ।
14 ଆରି ସେ ବାକିଅ ନର୍ ଲକ୍ ଅଇକରି ଆମର୍ ସଙ୍ଗ୍ ଜିଇଲା । ତାର୍ ସତ୍ ଆରି ଜିବନ୍ ଦୁକାଇବାଟା ପୁରାପୁରୁନ୍ ରଇଲା । ତାର୍ ବାବାର୍ ଗଟେକ୍ସେ ପିଲା ବଲି ସେ ମଇମା ପାଇରଇଲା । ତାର୍ ମଇମା ଆମେ ଦେକିଆଚୁ ।