ପର୍ମେସରର୍ ମେଣ୍ଡା ପିଲା
29 ତାର୍ ଆର୍କର୍ ଦିନେ ଜିସୁ ତାର୍ ଲଗେ ଆଇବାଟା ଦେକିକରି ଜଅନ୍ କଇଲା, "ଏଦେ ଦେକା ! ପର୍ମେସରର୍ ମେଣ୍ଡାପିଲା ଜେ କି, ଏ ଦୁନିଆର୍ ସବୁ ଲକ୍ମନର୍ ପାପର୍ ଡଣ୍ଡ୍ ବଇକରି ନେଇସି ।
34 ଏନ୍ତି ସୁକଲ୍ ଆତ୍ମା ତାର୍ ଉପ୍ରେ ଉତ୍ରି ଆଇବାଟା ମୁଇ ଦେକ୍ଲି ଆରି ସେ ପର୍ମେସରର୍ ପିଲା ବଲି ମୁଇ ତମ୍କେ ସାକିଦେଲିନି" ବଲି ଜଅନ୍ କଇଲା ।