6 ୧:୬ ମାତିଉ ୩:୧; ମାର୍କ ୧:୪; ଲୁକ୍ ୩:୧,୨ ପର୍ମେସର୍, ଜଅନ୍ ନାଉଁର୍ ଗଟେକ୍ ଲକ୍କେ ତାର୍ କବର୍ନେଉ କରି ପାଟାଇଲା । 7 ସେ ଲକ୍ମନ୍କେ ଉଜଲ୍ ବିସଇ କଇବାର୍ ଆସିରଇଲା । ଜେନ୍ତାରିକି ଗୁଲାଇ ଜଗତର୍ ଲକ୍ମନ୍ ତାର୍ତେଇଅନି ସେ ଉଜଲର୍ ବିସଇ ସୁନ୍ବାଇ ଆରି ବିସ୍ବାସ୍ କର୍ବାଇ ।