28 ଆରି ମୁଇ ସେମନ୍କେ ନ ସାର୍ବା ଜିବନ୍ ଦେବି । ସେମନ୍ କେବେମିସା ନସ୍ଟ ନ ଅଅତ୍ । ସେମନ୍କେ ମର୍ ଆତେଅନି କେ ମିସା ଚାଡାଇ ନେଇ ନାପାରତ୍ । 29 ମର୍ ବାବା ମକେ ଜନ୍ଟା ଦେଲାଆଚେ, ସେଟା ସବୁର୍ଟାନେଅନି ଅଦିକ୍ ମୁଲିଅ । ବାବାର୍ ଆତେଅନି ସେଟା କେ ମିସା ଚାଡାଇ ନେଇ ନାପାରତ୍ । 30 ବାବା ଆରି ମୁଇ ଗଟେକ୍ ସେ ।"
Publicidade
Publicidade