3 ଜାଗୁଆଲ୍ ଦୁଆର୍ ଉଗାଡି ଦେଇସି ଆରି ନାଉଁ ଦାରି ଡାକ୍ସି । ମେଣ୍ଡାମନ୍ ତାର୍ ଡାକ୍ଲାଟା ସୁନ୍ବାଇ, ଆରି ସେମନ୍କେ ବାର୍କରାଇ ଦାରିଜାଇସି । 4 ନିଜର୍ ସବୁ ମେଣ୍ଡାମନ୍କେ ବାଇରେ ଆନ୍ବା ବେଲେ, ସେ ଆଗେ ଆଗେ ଇଣ୍ଡ୍ସି ଆରି ମେଣ୍ଡାମନ୍ ତାର୍ ପଚେ ପଚେ ଜିବାଇ । କାଇକେବଇଲେ ମେଣ୍ଡାମନ୍ ତାର୍ ଡାକ୍ଲାଟା ଜାନତ୍ । 5 ମାତର୍ ମେଣ୍ଡାମନ୍ କେବେ ମିସା ନ ଚିନ୍ଲା ଲକର୍ ପଚ୍ ପଚ୍ ନ ଜାଅତ୍, ତାର୍ଲଗେଅନି ପାଲାଇବାଇ । କାଇକେବଇଲେ ସେମନ୍ ଅଚିନାର୍ ଲକ୍ ଡାକ୍ଲେ ନ ଜାଅତ୍ ।"
14 ୧୦:୧୪ ମାତିଉ ୧୧:୨୭; ଲୁକ୍ ୧୦:୨୨ମୁଇ ନିକ ମେଣ୍ଡା ଚାରାଉ । ବାବା ଜେନ୍ତାରି ମକେ ଜାନେ, ମୁଇ ମିସା ସେନ୍ତି ବାବାକେ ଜାନି,
27 ମର୍ ସବୁ ମେଣ୍ଡାମନ୍ ମୁଇ ଡାକ୍ବାଟା ସୁନ୍ବାଇ, ମୁଇ ସେମନ୍କେ ଜାନି, ଆରି ସେମନ୍ ମର୍ ପଚେ ପଚେ ଆଇବାଇ ।