33 ମରିୟମ୍ ତାକେ ଆରି ତାର୍ ସଙ୍ଗ୍ ରଇବା ଲକ୍ମନ୍ କାନ୍ଦ୍ତେରଇବାଟା ଦେକି ଜିସୁ ଆତ୍ମାଇ ବେସି ମନ୍ଦୁକ୍ ଅଇଗାଲା ।
35 ଜିସୁ କାନ୍ଦ୍ଲା ।
ଜିସୁ ଲାଜାର୍କେ ମଲାତେଇ ଅନି ଉଟାଇଲା
38 ତେଇ ଆରିତରେକ୍ ଜିସୁ ମନ୍ ବିତ୍ରେ କିଲ୍ବିଲ୍ ଅଇ ସମାଦି ଲଗେ ଗାଲା । ସମାଦିଟାନେ ଗଟେକ୍ ପାଆର୍ ଆରି ପାଆର୍ ମୁଆଟେ ଗଟେକ୍ ବଡ୍ ପାକ୍ନା ଡାବିଅଇରଇଲା ।