43 ଏନ୍ତି କଇ ସାରାଇ ଜିସୁ ଆକ୍ମାରି ଡାକ୍ଲା, "ଲାଜାର୍ ତୁଇ ବାରଇ ଆଉ ।" 44 ଡାକ୍ଲା ଦାପ୍ରେ ମଲା ଲାଜାର୍ ବାରଇ ଆଇଲା । ତାର୍ ଆତେ ଗଡେ ମଡା ଲୁଗା ବାନ୍ଦାଅଇରଇଲା । ମୁଏ ମିସା ଗର୍ଣ୍ଡା ଗୁଡିଆଇ ଅଇରଇଲା । ଜିସୁ ସେମନ୍କେ କଇଲା "ତାକେ ବାନ୍ଦ୍ଲାଟା କୁସ୍ଲାଇ କରି, ଜିବାକେ ଦିଆସ୍ ।"