12 ୧୩:୧୨ ଲୁକ୍ ୨୨:୨୭ ଜିସୁ ସିସ୍ମନର୍ ପାଦ୍ ଦଇଲା ପଚେ ବେଟିରଇଲା ବସ୍ତର୍ ପିନ୍ଦିକରି ବସି ସେମନ୍କେ ପାଚାର୍ଲା, "ଏବେ ମୁଇ ତମର୍ ପାଇ କଲା କାମ୍ ବୁଜ୍ଲାସ୍ନି କି ?" 15 ମୁଇ ଏଟା ତମର୍ ପାଇ ଗଟେକ୍ ଉଦାଅରଣ୍ ପାରା କଲିଆଚି, ତମେ ମିସା ବିନ୍ ଲକ୍ମନ୍କେ ଏନ୍ତି କରା ।
Publicidade