34 ମୁଇ ତମ୍କେ ଗଟେକ୍ ନୁଆ ଆଦେସ୍ ଦେଲିନି, ତମେ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ କରା । ମୁଇ ଜେନ୍ତି ତମ୍କେ ଆଲାଦ୍ କଲିଆଚି, ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାର୍ଆଚେ । 35 ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ ରଇଲେ, ତମେ ମର୍ ସିସ୍ ବଲି ସବୁଲକ୍ ଜାନ୍ବାଇ ।"
Publicidade
Publicidade