5 ତମା ଜିସୁକେ କଇଲା, "ଏ ମାପ୍ରୁ ତମେ କନ୍ ଜାଗାଇ ଗାଲୁସ୍ନି, ସେଟା ଆମେ ନାଜାନୁ, ଆରି ତେଇ ଜିବା ବାଟ୍ କେନ୍ତି ଜାନ୍ବୁ ?"
6 ଜିସୁ ତାକେ କଇଲା, "ମୁଇ ସତ୍, ବାଟ୍ ଆରି ଜିବନ୍ । ମର୍ବାଟେ ନ ଗାଲେ ବାବା ପର୍ମେସର୍ ଲଗେ କେ ମିସା ଜାଇନାପାରେ ।"