ଜିସୁ ସତ୍ ଅଙ୍ଗୁର୍ ମାଲ୍
1 "ମୁଇ ଅଇଲିନି ସତ୍ ଅଙ୍ଗୁର୍ ମାଲ୍ ଆରି ମର୍ ବାବା ଅଇଲାନି ଚାସି । 4 ତମେ ମର୍ସଙ୍ଗ୍ ମିସିକରି ରୁଆ । ସେନ୍ତି ବଇଲେ ମୁଇ ମିସା ତମର୍ ସଙ୍ଗ୍ ରଇବି । କେନ୍ଦା ଜଦି ବୁନ୍ଦ୍ସଙ୍ଗ୍ ମିସିକରି ନ ରଇଲେ ନିଜେ ପଲ୍ ନ ଦାରେ, ସେନ୍ତି ତମେ ମିସା ମର୍ତେଇ ମିସି ନ ରଇଲେ, ପଲ୍ ଦାରିନାପାରାସ୍ ।"
5 "ମୁଇ ଅଇଲିନି ମୁଲ୍ ଅଙ୍ଗୁର୍ ମାଲ୍, ତମେ ଅଇଲାସ୍ନି ପିଲ୍କା ମାଲ୍ । ଜେ ମର୍ତେଇ ରଇସି ଆରି ମୁଇ ଜାର୍ତେଇ ରଇବି ସେ ବେସି ପଲ୍ ଦାର୍ସି, କାଇକେ ବଇଲେ ମକେ ଚାଡିକରି ତମେ କାଇଟା କରି ନାପାରାସ୍ । 7 ଜଦି ତମେ ମର୍ସଙ୍ଗ୍ ମିସିକରି ରଇସା ଆରି ମର୍ ବାକିଅ ତମର୍ ମନେ ରଇସି, ତମେ ମନ୍କରି କାଇ ବିସଇ ମାଙ୍ଗ୍ସା ବଇଲେ ସେଟା ମିଲାଇସା ।
16 ତମେ ମକେ ବାଚାସ୍ ନାଇ, ମାତର୍ ମୁଇ ତମ୍କେ ବାଚ୍ଲି ଆଚି । ଆରି ଜାଇକରି ଅଦିକ୍ ଅଦିକ୍ ପଲ୍ ଦାର୍ବାକେ ତମ୍କେ ଦାଇତ୍ ଦେଲି । ତମର୍ ପଲ୍ ସବୁ ଦିନର୍ ପାଇ ରଇସି । ତେବେ ତମେ ମର୍ ନାଉଁ ଦାରି ବାବାକେ କାଇଟା ମାଙ୍ଗ୍ଲେ ମିସା ସେ ତମ୍କେ ଦେଇସି ।