12 ୧୫:୧୨ ଜଅନ୍ ୧୩:୩୪;୧୫:୧୭; ୧ ମ ଜଅନ୍ ୩:୨୩; ୨ ୟ ଜଅନ୍ ୧:୫ମୁଇ ତମ୍କେ ଜେନ୍ତି ଆଲାଦ୍ କଲିଆଚି, ସମାନ୍ ସେନ୍ତି ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ରୁଆ । ଏଟାସେ ମର୍ ଆଦେସ୍ । 13 ନିଜର୍ ମଇତର୍ମନର୍ ଲାଗି ଜିବନ୍ ଦେବାଟା ଅଇଲାନି ସବୁର୍ଟାନେଅନି ବଡ୍ ଆଲାଦ୍ ।