ଜଗତର୍ ଗିନ୍
18 "ଜାନିରୁଆ, ତମ୍କେ ଜଦି ଏ ଦୁନିଆ ଗିନ୍ କର୍ସି, ତେବେ ତମ୍କେ ଗିନ୍ କର୍ବା ଆଗ୍ତୁସେ ମକେ ଗିନ୍ କଲାଆଚେ । 19 ତମେ ଜଦି ଏ ଦୁନିଆର୍ ଲକ୍ମନ୍ ଅଇରଇତାସ୍ ଆଲେ ଏ ଦୁନିଆ ତମ୍କେ ନିଜର୍ ବାବି ଆଲାଦ୍ କର୍ତା, ମାତର୍ ମୁଇ ତମ୍କେ ବାଚି ଦୁନିଆଇଅନି ବେଗ୍ଲାଇ ଦେଇଆଚି । ସେଟାର୍ ପାଇ ଏ ଦୁନିଆ ତମ୍କେ ଗିନ୍କର୍ସି ।