21 ଏ ବାବା ତମେ ଜେନ୍ତାରି ମର୍ଟାନେ ମିସି ଗଟେକ୍ ଅଇଆଚାସ୍, ଆରି ମୁଇ ତମର୍ଟାନେ ମିସିକରି ଗଟେକ୍ ଅଇଆଚି । ସେନ୍ତାରିସେ ସେମନ୍ ମିସା ସେମନର୍ ବିତ୍ରେ ମିସିକରି ଗଟେକ୍ ଅଇ ରଇବାକେ ମୁଇ ପାର୍ତନା କଲିନି । ଜେନ୍ତିକି ତମେସେ ମକେ ପାଟାଇ ଆଚାସ୍ ବଲି ଏ ଦୁନିଆ ବିସ୍ବାସ୍ କର ।
Publicidade