ସିସ୍ମନର୍ ପାଇ ଜିସୁର୍ ପାର୍ତନା
23 ତମେ ଜେନ୍ତି ମର୍ଟାନେ ଆଚାସ୍, ସେନ୍ତି ମୁଇ ମିସା ତାକର୍ ଟାନେ ରଇବି । ସେନ୍ତି ରଇଲେ ଆକା ସେମନ୍ ପୁରାପୁରୁନ୍ ଗଟେକ୍ ଅଇ ରଇବାଇ । ଏନ୍ତି ଅଇଲେ ଦୁନିଆ ଜାନ୍ସି ଜେ, ତମେ ମକେ ପାଟାଇ ଆଚାସ୍, ଆରି ମକେ ଜେନ୍ତି ଆଲାଦ୍ କଲାସ୍ନି, ସେମନ୍କେ ମିସା ସେନ୍ତିସେ ଆଲାଦ୍ କଲାସ୍ନି ।"