25 ଏ ଦରମର୍ ବାବା, ଏ ଦୁନିଆ ତମ୍କେ ନାଜାନେ, ମାତର୍ ମୁଇ ତମ୍କେ ଜାନିଆଚି । ଆରି ତମେସେ ମକେ ପାଟାଇଆଚାସ୍ ବଲି ସିସ୍ମନ୍ ଜାନିଆଚତ୍ । 26 ମୁଇ ସେମନ୍କେ ତମର୍ ବିସଇ ଜାନାଇ ଆଚି, ଆରି ସବୁ ବେଲେ ଜାନାଇତେରଇବି । ତେବେ ମର୍ଲାଗି ସେମନ୍ ତମର୍ ଆଲାଦ୍ ଏତାଇବାଇ ଆରି ମୁଇ ସେମନର୍ ମନ୍ ବିତ୍ରେ ରଇବି ।