3 ବଜି ନ ସାର୍ତେ ଅଙ୍ଗୁର୍ ରସ୍ ସାରିଗାଲାକେ ଜିସୁର୍ ମାଆ ଆସି ତାକେ କଇଲା, "ସେମନର୍ ଅଙ୍ଗୁର୍ ରସ୍ ସାରିଗାଲାବେ ।" 4 ଜିସୁ ତାକେ କଇଲା, "ଏ ମାଆ, ମର୍ଟାନେ ତର୍ କାଇଟା ଆଚେ ? ତୁଇ ମକେ କାଇଟା ମିସା କର୍ବାକେ କଅ ନାଇ । ମର୍ ବେଲା ଏବେ ଜାକ ଆସେ ନାଇତା ।"
5 ଜିସୁର୍ ମା ବାଣ୍ଡାର୍ଗରିଆମନ୍କେ କଇଲା, "ଜିସୁ ତମ୍କେ ଜାଇଟା କଇସି ସେଟା କରା ।"