8 ତାର୍ ପଚେ ସେ ବିନ୍ ସିସ୍ ଜେକି ଆଗ୍ତୁ କେଟି ରଇଲା ସେ ପାଆର୍ ବିତ୍ରେ ଜାଇକରି ସେଟା ସବୁ ଦେକିକରି ବିସ୍ବାସ୍ କଲା । 9 ସେ ସିସ୍ମନ୍ ସେ ବେଲା ଜାକ ପର୍ମେସରର୍ ବଇତେଇ ଲେକା ଅଇଲା ଇସାବେ, ଜିସୁ ମଲାଟାନେଅନି ଆରି ତରେକ୍ ଜିବନ୍ ଅଇ ଉଟ୍ସି ବଲି ବୁଜି ନ ରଇଲାଇ ।
Publicidade
Publicidade