16 ପର୍ମେସର୍ ଏ ଦୁନିଆର୍ ଲକ୍ମନ୍କେ ଏତେକ୍ ଆଲାଦ୍ କଲାଜେ, ତାର୍ ଗଟେକ୍ ବଲି ପିଲାକେ ସର୍ପିଦେଲା । ଜେ ମିସା ତାକେ ବିସ୍ବାସ୍ କର୍ବାଇ ବଇଲେ, ସେମନ୍ ନସ୍ଟ ନ ଅଇକରି, ନ ସାର୍ବା ଜିବନ୍ ମିଲାଇବାଇ । 17 ପର୍ମେସର୍ ତାର୍ ପିଲାକେ ଏ ଦୁନିଆଇ ବିଚାର୍ କର୍ବାକେ ପାଟାଏନାଇ, ମାତର୍ ତାର୍ ଲାଗି ଦୁନିଆ ରକିଆ ପାଅ ବଲି ପାଟାଇ ଆଚେ । 18 କେ ପର୍ମେସରର୍ ପିଲାକେ ବିସ୍ବାସ୍ କଲାନି ତାର୍ ବିଚାର୍ନା ନଏଁଁ । ମାତର୍ ଜେ ପର୍ମେସରର୍ ପିଲାକେ ବିସ୍ବାସ୍ କରେନାଇ ତାର୍ ବିଚାର୍ନା ଅଇସାର୍ଲାବେ । କାଇକେବଇଲେ ସେ ଗଟେକ୍ ବଲି ପିଲାକେ ବିସ୍ବାସ୍ କରେନାଇ ।
Publicidade
Publicidade