3 ଜିସୁ ତାକେ କଇଲା, "ମୁଇ ତକେ ସତ୍ କାତା କଇଲିନି, ଆରିତରେକ୍ ଜନମ୍୩:୩ ଆରିତରେକ୍ ଜନମ୍ ପର୍ମେସରର୍ ଟାନେ ଜାତ୍ ଅଇବାଟା ନ ଅଇଲେ କେ ମିସା ପର୍ମେସରର୍ ରାଇଜ୍ ଦେକି ନାପାରତ୍ ।"
5 ଜିସୁ ତାକେ କଇଲା, "ମୁଇ ତକେ ସତ୍କାତା କଇଲିନି, ଗଟେକ୍ ଲକ୍ ପାନି ଆରି ଆତ୍ମାଇଅନି ଜନମ୍ ନ ଅଇଲେ, ପର୍ମେସରର୍ ରାଇଜେ ଜାଇ ନାପାରେ । 10 ଜିସୁ ତାକେ କଇଲା, "ତୁଇ ଇସ୍ରାଏଲର୍ ଗଟେକ୍ ବଡ୍ ଗୁରୁ ଅଇକରି ମିସା କେନ୍ତି ଏ ସବୁ କାତା ବୁଜି ନାପାର୍ଲୁସ୍ନି ?