24 "ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ । 25 ମୁଇ ତମ୍କେ ସତ୍ କଇଲିନି ଏନ୍ତି ଗଟେକ୍ ବେଲା ଆଇଲାନି, ସେ ବେଲା ଏବେ କେଟିଆଚେ । ଜେଡେବେଲା ମଲା ଲକ୍ମନ୍ ପର୍ମେସରର୍ ପିଲା ମର୍ କଁଟର୍ ସର୍ ସୁନ୍ବାଇ, ସେମନ୍ ଜିବନ୍ ଅଇ ଉଟ୍ବାଇ ।
Publicidade
Publicidade