48 ଉଁ, ମୁଇସେ ଜିବନ୍ ଦେବା କାଦି । 49 ତମର୍ ଆନିଦାଦିମନ୍ ମରୁବାଲିବୁଏଁ ମାନା କାଦି କାଇରଇଲାଇ, ଏଲେମିସା ସେମନ୍ ମଲାଇ । 50 ମାତର୍ ଜନ୍ କାଦି ସର୍ଗେଅନି ଆଇସି, ସେଟା ଜେ କାଇଲେ ମିସା, ନ ମରତ୍ ।
51 ମୁଇସେ ସର୍ଗେଅନି ଆଇଲା ଜିବନ୍ ଦେବା କାଦି । ଏ କାଦି କାଇଲା ଲକ୍ମନ୍ ସବୁ ଦିନର୍ ପାଇ ବଁଚି ରଇବାଇ । ଏ କାଦି ଅଇଲାନି ମର୍ ଗାଗଡ୍ । ଏ ଦୁନିଆର୍ ଲକ୍ମନ୍ କାଲ୍କାଲ୍ ଜୁଗ୍ଜୁଗ୍ ବଁଚି ରଇବାକେ ମର୍ଗାଗଡ୍ ଦେବି ବଲି କଇଲା ।