8 ତେଇ ଆନ୍ଦ୍ରିୟ ନାଉଁର୍ ଗଟେକ୍ ସିସ୍ ରଇଲା, ସେ ସିମନ୍ ପିତରର୍ ବାଇ । ସେ କଇଲା, "ଇତି ଗଟେକ୍ ପିଲାର୍ ଟାନେ ପାଁଚ୍ଟା ରୁଟି ଆରି ଦୁଇଟା ବାଜ୍ଲା ସାନ୍ ମାଚ୍ ଆଚେ । 9 ମାତର୍ ଏତ୍କି ଲକର୍ପାଇ ସେଟା ନ ଅଏ ।"