10 ଜିସୁ ଟିଆଅଇ ତାକେ ପାଚାର୍ଲା, "ସେ ଲକ୍ମନ୍ କେନେ ଗାଲାଇ ? ଇତି କେ ମିସା ତକେ ଦସ୍ ଦାର୍ବାକେ ନାଇ କି ?" 11 ସେ କଇଲା, "ନାଇ ମାପ୍ରୁ କେ ମିସା ମକେ ଦସି ବଲି ବିଚାର୍ କରତ୍ ନାଇ ।" ଜିସୁ ତାକେ କଇଲା, "ମୁଇ ମିସା ତକେ ଦସି ବଲି ବିଚାର୍ ନ କରି । ମାତର୍ ଜା ଆରି ପାପ୍ କର୍ ନାଇ ।"