ସତ୍ ବିସଇ ତମ୍କେ ମୁକ୍ଲାଇସି
31 ଜିସୁ ତାର୍ଟାନେ ବିସ୍ବାସ୍ କରିରଇବା ଜିଉଦି ଲକ୍ମନ୍କେ କଇଲା, "ଜଦି ତମେ ମର୍ ସିକିଆ ମାନିକରି ତବିର୍ ଅଇ ରଇସା, ବଇଲେ ସତଇସେ ମର୍ ସିସ୍ ଅଇସା । 32 ଆରି ତମେ ସତ୍ ବିସଇ ଜାନ୍ସା, ସେ ସତ୍ ତମ୍କେ ମୁକ୍ଲାଇସି ।"
33 ୮:୩୩ ମାତିଉ ୩:୯; ଲୁକ୍ ୩:୮ ଜିଉଦି ଲକ୍ମନ୍ ତାକେ କଲାଇ, "ଆମେ ଅବ୍ରାଆମର୍ ନାତିତିତିମନ୍, ଆରି ଆମେ କେବେ ମିସା କାର୍ ଗତିଅଇ ରଉନାଇ, ଏନ୍ତି ବଇଲେ ତମେ କେନ୍ତି ମୁକଲ୍ସା ବଲି କଇଲୁସ୍ନି ? ଏ କାତାର୍ ଅରତ୍ କାଇଟା ?"
39 ଜିଉଦି ଲକ୍ମନ୍ ତାକେ କଇଲାଇ, "ଆମର୍ ବାବା ଅବ୍ରାଆମ୍ ।" ଜିସୁ କଇଲା, "ତମେ ଜଦି ସତଇସେ ଅବ୍ରାଅମର୍ ନାତିତିତି ଅଇରଇତାସ୍ ବଇଲେ, ଅବ୍ରାମ୍ କରିରଇଲା କାମ୍ମନ୍ କର୍ତାସ୍ । 41 ତମର୍ ବାବାମନ୍ ଜନ୍ କାମ୍ମନ୍ କରି ରଇଲାଇ, ତମେ ସେଟା କଲାସ୍ନି ।" ମାତର୍ ଜିଉଦିମନ୍ କଇଲାଇ, "ଆମର୍ ବାବା ପର୍ମେସର୍ସେ । ଆମେସେ ତାର୍ ପିଲାଟକିମନ୍ ।"
42 ଜିସୁ ସେମନ୍କେ କଇଲା, "ଜଦି ପର୍ମେସର୍ ତମର୍ ବାବା ଅଇରଇଲେ, ତମେ ମକେ ଆଲାଦ୍ କର୍ତାସ୍ । କାଇକେ ବଇଲେ ମୁଇ ପର୍ମେସର୍ ତେଇଅନି ଆସି ଏବେ ଇତି ଆଚି । ମାତର୍ ନିଜର୍ ଅଦିକାରେ ଆସିନାଇ । ସେ ମକେ ଏ ଦୁନିଆଇ ପାଟାଇଲା ଆଚେ । 44 ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।
59 ଜିସୁ ଏ କାତା କଇବାବେଲେ ସେମନ୍ ତାକେ ମାର୍ବାକେ ପାକ୍ନା ବେଟ୍ଲାଇ, ମାତର୍ ଜିସୁ, ମନ୍ଦିରେ ଅନି ବାରଇ ଲକ୍ମନର୍ ବିତ୍ରେ ପୁରି ଉଟିଗାଲା ।