19 ଦୁତ୍ ତାକେ କଇଲା "ମୁଇ ଗାବ୍ରିଏଲ୍, ମୁଇ ପର୍ମେସରର୍ ମୁଆଟେ ଟିଆ ଅଇରଇବା ଦୁତ୍, ତମ୍କେ ଏ କବର୍ ଜାନାଇବାକେ ମକେ ପାଟାଇଆଚେ ।
ଜିସୁର୍ ଜନମ୍ ବିସଇ
26 ଏଲିସାବେତ୍ ଗାଗ୍ଡେଅଇ ଚ ମାସ୍ ଅଇଲାକେ, ପର୍ମେସର୍ ଗାବ୍ରିଏଲ୍ ଦୁତ୍କେ ଗାଲିଲି ରାଇଜର୍ ନାଜରିତ୍ ନାଉଁର୍ ନଅରେ ଗଟେକ୍ ଦାଙ୍ଗ୍ଡିର୍ ଟାନେ ପାଟାଇଲା ।